ରିପୋର୍ଟ କାର୍ଡ / ଭୁବନେଶ୍ୱର
ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ ଆଠଗଡ଼ ଉପଜିଲ୍ଲାପାଳ, ପ୍ରଜ୍ଞାନନ୍ଦନ ଗିରିଙ୍କୁ ତାଳଚେର ଉପଜିଲ୍ଲାପାଳ, କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲ୍ଲାପାଳ ଦାୟିତ୍ୱ ମିଳିଛି। ସେହିପରି ଫାବି ରସିଦଙ୍କୁ କୋରାପୁଟ ଉପଜିଲ୍ଲାପାଳ, ମୃଣାଳିକା ରାଠୋଡ- ରାୟଗଡ଼ା, ସୁଭଦ୍ରା ପଣ୍ଡା- ଯାଜପୁର, ପୱନ କୁମାର- ଟିଟିଲାଗଡ଼, ଭଗତ ସାମଲ କଲ୍ୟାଣରାଓ- ପାରଳାଖେମୁଣ୍ଡି ଏବଂ ସନ୍ତୋଷ କୁମାର ପାତ୍ରଙ୍କୁ ବଣାଇଗଡ଼ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି।






More Stories
ପ୍ରବଳ ବର୍ଷା ସମ୍ଭାବନା…..
ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଦୁବାଇ ଗସ୍ତ…..
୧୮ ପ୍ରସ୍ତାବ କୁ କ୍ୟାବିନେଟ୍ ମଞ୍ଜୁରୀ…..