ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟା ମଧ୍ୟରେ ୯୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୪ ହଜାର ୨୬୪ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୩୦୨କୁ ବୃଦ୍ଧି ପାଇଛି । ଏହା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି । ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୯ ଲକ୍ଷ ୯୧ ହଜାର ୬୫୧କୁ ବୃଦ୍ଧି ପାଇଛି । ଆକ୍ଟିଭ କେସ୍ ୧ ଲକ୍ଷ ୪୫ ହଜାର ୬୩୪ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୬ ଲକ୍ଷ ୮୯ ହଜାର ୭୧୫ ରେ ପହଞ୍ଚିଛି ।





More Stories
ରାଷ୍ଟ୍ରପତି ଛିଡ଼ା ହୋଇଥିବା ବେଳେ ଆପଣ କାହିଁକି ବସିଛନ୍ତି…..
ଫେରିଲେଣି ୫୨ ହଜାର ଭାରତୀୟ……
ରାଷ୍ଟ୍ରପତିଙ୍କୁ ଅପମାନ:ମୋଦି-ମମତା ମୁହାଁମୁହିଁ…..