ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟା ମଧ୍ୟରେ ୯୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୪ ହଜାର ୨୬୪ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୩୦୨କୁ ବୃଦ୍ଧି ପାଇଛି । ଏହା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି । ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୯ ଲକ୍ଷ ୯୧ ହଜାର ୬୫୧କୁ ବୃଦ୍ଧି ପାଇଛି । ଆକ୍ଟିଭ କେସ୍ ୧ ଲକ୍ଷ ୪୫ ହଜାର ୬୩୪ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୬ ଲକ୍ଷ ୮୯ ହଜାର ୭୧୫ ରେ ପହଞ୍ଚିଛି ।
More Stories
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..
ଫାସ୍ଟ୍ୟାଗ୍ ନ ଲଗାଇଲେ ହେବେ କଳାତାଲିକାଭୁକ୍ତ….
ୟୁକ୍ରେନ ଉପରେ ରୁଷର ୭୦୦ ଡ୍ରୋନ ମାଡ଼…..