ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟା ମଧ୍ୟରେ ୯୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୩ ହଜାର ୧୯୩ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି ।ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୧୧୧କୁ ବୃଦ୍ଧି ପାଇଛି । । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ସୂଚନା ପ୍ରଦାନ କରାଯାଇଛି।ଆକ୍ରାନ୍ତ ସଂଖ୍ୟା ୧ କୋଟି ୯ ଲକ୍ଷ ୬୩ ହଜାର ୩୯୪କୁ ବୃଦ୍ଧି ପାଇଛି । ଆକ୍ଟିଭ କେସ୍ ୧ ଲକ୍ଷ ୩୯ ହଜାର ୫୪୨ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୬ ଲକ୍ଷ ୬୭ ହଜାର ୭୪୧ରେ ପହଞ୍ଚିଛି ।





More Stories
ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ….
ପୁରୀରୁ TMC ବିଧାୟକ ଗିରଫ…..
ଇରାନ ଉପରେ ଆମେରିକାର ଆକ୍ରମଣ……