ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟା ମଧ୍ୟରେ ୯୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୩ ହଜାର ୧୯୩ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି ।ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୧୧୧କୁ ବୃଦ୍ଧି ପାଇଛି । । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ସୂଚନା ପ୍ରଦାନ କରାଯାଇଛି।ଆକ୍ରାନ୍ତ ସଂଖ୍ୟା ୧ କୋଟି ୯ ଲକ୍ଷ ୬୩ ହଜାର ୩୯୪କୁ ବୃଦ୍ଧି ପାଇଛି । ଆକ୍ଟିଭ କେସ୍ ୧ ଲକ୍ଷ ୩୯ ହଜାର ୫୪୨ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୬ ଲକ୍ଷ ୬୭ ହଜାର ୭୪୧ରେ ପହଞ୍ଚିଛି ।
More Stories
ଆଜିଠୁ ପୁରୁଣା ଗାଡ଼ି କୁ ପେଟ୍ରୋଲ-ଡିଜେଲ ମନା…..
ବନ୍ୟାରେ ଭାସିଯାଇ ୧୨ ନିଖୋଜ……
ରାସାୟନିକ କାରଖାନାରେ ବିସ୍ଫୋରଣ ଘଟଣା:ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି……