ରିପୋର୍ଟ କାର୍ଡ / ରାଉରକେଲା
ରାଉରକେଲା ସହରରେ ଝାଡ଼ାବାନ୍ତି ବ୍ୟାପି ଆଉ ଜଣଙ୍କର ମୃତ୍ୟୁ ଘଟିଛି। ଏହି ମୃତ ବୃଦ୍ଧ ଙ୍କୁ ମିଶାଇଆ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରେ ୩ ଜଣ ମହିଳା ଅଛନ୍ତି। ୩ ଦିନ ମଧ୍ୟରେ ସହରରେ ଝାଡ଼ାବାନ୍ତିରେ ୫ ଜଣଙ୍କ ମୃତ୍ୟୁ ଘଟଣା ସମସ୍ତଙ୍କୁ ଚିନ୍ତିତ କରିଛି। ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ରାଉରକେଲା ସରକାରୀ ଡାକ୍ତରଖାନା ରେ ଏବେ ୧୧୬ ଜଣ ଚିକିତ୍ସାଧୀନ ଅଛନ୍ତି। କିଛି ଲୋକ ଭଲ ହୋଇ ଘରକୁ ଫେରିଥିବା ବେଳେ ନୂଆ ରୋଗୀ ଭର୍ତ୍ତି ହୋଇଛନ୍ତି |






More Stories
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ…..
କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ…..
ମା’ଙ୍କୁ ମାରି ପ୍ଲାଷ୍ଟର କରିଦେଲା ପୁଅ !…..