ରିପୋର୍ଟ କାର୍ଡ / ଭୁବନେଶ୍ବର
ଶ୍ରୀକାନ୍ତ ତରେଇ ହେଲେ ମାଧ୍ୟମିକ ଶିକ୍ଷା ପରିଷଦର ନୂଆ ସଭାପତି । ରବିବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଏଏସ ଅଧିକାରୀ ଶ୍ରୀକାନ୍ତ ତରେଇ ପୂର୍ବରୁ ରାଜସ୍ୱ ବିଭାଗର ସ୍ୱତନ୍ତ୍ର ସଚିବ ଥିଲେ। ସୂଚନାଯୋଗ୍ୟ, ଆସନ୍ତା ଫେବ୍ରୁଆରୀ ୨୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ ଏବଂ ଏହା ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଚାଲିବ।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..
ପିଲାଙ୍କୁ ମିଳିବ ୟୁନିଫର୍ମ…..
ବସ୍ତି ବାସିନ୍ଦାଙ୍କୁ ମିଳିବ ଘର…..