ରିପୋର୍ଟ କାର୍ଡ / ପୁରୀ
ଆଜି ବୁଧବାର ପବିତ୍ର ମାର୍ଗଶୀର-ଶୁକ୍ଳ ଅଷ୍ଟମୀ ତିଥି | ଶ୍ରୀ ବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ପ୍ରାୟ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଅପରାହ୍ନ ୪ ଟାରୁ ରାତ୍ର ୮ ଘଟିକା ଯାଏଁ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ସେବା କରିବେ । ଏହି ସମୟରେ ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..