ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜାନୁଆରୀ ୨୬ ଅର୍ଥାତ ଦେଶର ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ଫ୍ରାନ୍ସ ରାଷ୍ଟ୍ରପତି ଇମାନ୍ୟୁଏଲ ମାକରନ। ଭାରତ ପକ୍ଷରୁ ତାଙ୍କୁ ଏଥିପାଇଁ ନିମନ୍ତ୍ରଣ କରାଯାଇଛି। କିନ୍ତୁ ଏନେଇ ବିଧିବଦ୍ଧ ଭାବେ କୌଣସି ଘୋଷଣା କରାଯାଇ ନାହିଁ। ଏହାପୂର୍ବରୁ ଭାରତ ସରକାର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ସାଧାରଣତନ୍ତ୍ର ଦିବସର ମୁଖ୍ୟ ଅତିଥି ଭାବେ ଯୋଗ ଦେବାକୁ ନିମନ୍ତ୍ରଣ କରିଥିଲେ। ବାଇଡେନ ଭାରତର ଅନୁରୋଧକୁ ରକ୍ଷା କରି ପାରି ନଥିଲେ। ତେଣୁ ମାକରନଙ୍କୁ ଭାରତ ସରକାର ସାଧାରଣତନ୍ତ୍ର ଦିବସର ମୁଖ୍ୟ ଅତିଥି ଭାବେ ଯୋଗ ଦେବାକୁ ନିମନ୍ତ୍ରଣ କରିଛନ୍ତି।






More Stories
ଆଣ୍ଠେଇ ମୁଣ୍ଡିଆ ମାରିଲେ ମୋଦୀ…..
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ…..
ରାଜା ସୁବ୍ରମଣି ହେଲେ ନୂଆ ସିଡିଏସ୍…..