ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀର ଅବକାରୀ ଦୁର୍ନୀତି ମାମଲାରେ ମନୀଷ ସିସୋଡିଆଙ୍କ ହେପାଜତ ସମୟ ରାଉସ ଆଭେନ୍ୟୁ କୋର୍ଟ ବଢାଇ ଦେଇଛନ୍ତି। ତାଙ୍କୁ ଜାନୁୟାରୀ ୧୯, ୨୦୨୪ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତରେ ରହିବାକୁ ପଡିବ। ସିବିଆଇ ମୁଖ୍ୟାଳୟରେ ଡକ୍ୟୁମେଣ୍ଟ ଯାଞ୍ଚ କରିବାକୁ ଅଭିଯୁକ୍ତଙ୍କ ଓକିଲଙ୍କୁ ଜାନୁଆରୀ ୧୫ ପର୍ଯ୍ୟନ୍ତ କୋର୍ଟ ସମୟ ଦେଇଛନ୍ତି। ଯାଞ୍ଚକୁ ସହଜ କରିବା ଏବଂ ଅନୁପାଳନ ରିପୋର୍ଟ ଦାଖଲ କରିବା ପାଇଁ ପର୍ଯ୍ୟାପ୍ତ ଅଧିକାରୀ ନିୟୋଜିତ କରିବାକୁ କୋର୍ଟ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି।






More Stories
ଧର୍ମେନ୍ଦ୍ରଙ୍କ ଇସ୍ତଫା;ମୁହଁ ଖୋଲିଲେ ଅଭିଜିତ ଦିପ୍କେ…..
ପ୍ରଶାସନିକ କ୍ଷେତ୍ରରେ ଅଦଳବଦଳ: ଉଚ୍ଚଶିକ୍ଷା ସଚିବ ନରେଶ ପାଲ ଗଙ୍ଗୱାର…..
ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ରଙ୍କ ବୈଠକ…..