ରିପୋର୍ଟ କାର୍ଡ /
ନନ୍ଦନକାନନକୁ ୩୫ ବର୍ଷ ପରେ ଆସିଛନ୍ତି ଦୁଇଟି ୱାଲାବି। ସେମାନଙ୍କ ମଧ୍ୟରୁ ଗୋଟିଏ ଅଣ୍ଡିରା ଓ ଗୋଟିଏ ମାଈ । ଏହା ସହିତ ପ୍ରଥମ ଥର ପାଇଂ ଦୁଇଟି ଲିଭିଂଷ୍ଟୋନ ଟୁରାକୋ ଆସିଛନ୍ତି। ଏହି ଦୁଇଟି ପ୍ରଜାତିରୁ ୪ଟି ଜୀବଜନ୍ତୁଙ୍କୁ ହାଇଦ୍ରାବାଦର ଏକ ଘରୋଇ ଫାର୍ମରୁ ଅଣାଯାଇଛି। ସେମାନଙ୍କୁ ଏବେ କ୍ୱାରେଣ୍ଟିନ ସେଣ୍ଟରରେ ରଖାଯାଇଛି। ନୂଆ ଖୁଆଡ଼ ନିର୍ମାଣ କରାଯାଇ ୨୮ ତାରିଖରେ ସେମାନଙ୍କୁ ନୂଆ ଖୁଆଡ଼ରେ ରଖାଯିବ। ଡିସେମ୍ବର ୨୯ ତାରିଖ ନନ୍ଦନକାନନର ପ୍ରତିଷ୍ଠା ଦିବସ | ପର୍ଯ୍ୟଟକମାନେ ୪ ନୂଆଜନ୍ତୁଙ୍କୁ ଦେଖିବାର ସୁଯଗ ପାଇବେ |






More Stories
ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ମୁହଁ ଖୋଲିଲେ ଡିଜିପି…..
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..