ରିପୋର୍ଟ କାର୍ଡ / କନ୍ଧମାଳ
କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ସିର୍ଲା ଜଙ୍ଗଲରେ ଆଇଇଡି ବିସ୍ଫୋରଣରେ ଦୁଇ ଜଣ ଏସଓଜି ଯବାନ ଆହତ ହୋଇଛନ୍ତି। ଆଜି ସକାଳେ ନକ୍ସଲ ବିରୋଧୀ ଅପରେସନ୍ ଚାଲିଥିବା ବେଳେ ଏହି ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣରେ ୨ ଜଣ ଯବାନ ଆହତ ହୋଇଛନ୍ତି। ଆହତ ଯବାନଙ୍କୁ ଉଦ୍ଧାର ପରେ ବାଲିଗୁଡ଼ା ଡାକ୍ତରଖାନାକୁ ପଠାଯାଇଥିଲା।
More Stories
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ…..
କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ…..
ମା’ଙ୍କୁ ମାରି ପ୍ଲାଷ୍ଟର କରିଦେଲା ପୁଅ !…..