ଦେଶ ବିଦେଶ କାରଖାନାରେ ବିସ୍ଫୋରଣ, ୧୩ ମୃତ…… Report Card Bureau December 25, 2023 ରିପୋର୍ଟ କାର୍ଡ / ନୂଆଦିଲ୍ଲୀଇଣ୍ଡୋନେସିଆର ସୁଲାୱେସିି ପ୍ରଦେଶରେ ଗୋଟିଏ ନିକେଲ କାରଖାନାରେ ବିସ୍ଫୋରଣ ଘଟି ୧୩ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି । ଆହତ ୩୮ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକଙ୍କ ମଧ୍ୟରେ ଇଣ୍ଡୋନେସିଆର ୭ ଓ ୫ ବିଦେଶୀ ଶ୍ରମିକ ଅନ୍ତର୍ଭୁକ୍ତ ଥିବା ଜଣାପଡ଼ିଛି। Post navigationPrevious ଆଜି ବଡ଼ଦିନ ବା ଖ୍ରୀଷ୍ଟମାସ…..Next ସଞ୍ଜୟ ସିଂହ ମୋର ସମ୍ପର୍କୀୟ ନୁହଁନ୍ତି…..Leave a Reply Cancel replyYour email address will not be published. Required fields are marked *Comment *Name * Email * Website Save my name, email, and website in this browser for the next time I comment. More Stories ଦେଶ ବିଦେଶ ବଡ଼ ଖବର ରାଜ୍ୟ ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ….. October 12, 2026 Report Card Bureau 1 min read ଦେଶ ବିଦେଶ ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI…. October 12, 2026 Report Card Bureau ଦେଶ ବିଦେଶ ୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ…. October 11, 2026 Report Card Bureau
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….