ରିପୋର୍ଟ କାର୍ଡ / କଟକ
ଓଡିଶା ହାଇକୋର୍ଟର ବିଚାରପତି ଡଃ ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପ୍ରିମକୋର୍ଟ କଲେଜିଅମ ପକ୍ଷରୁ ସୁପାରିଶ କରାଯାଇଛି। ଝାଡ଼ଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ସଞ୍ଜୟ କୁମାର ମିଶ୍ରଙ୍କ ସ୍ଥାନରେ ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀଙକୁ ନିଯୁକ୍ତି ପାଇଁ ସୁପ୍ରିମକୋର୍ଟ କଲେଜିଅମ ସୁପାରିଶ କରିଛି। ଜଷ୍ଟିସ ସଞ୍ଜୟ କୁମାର ମିଶ୍ର ଆଜି ଅବସର ଗ୍ରହଣ କରିଛନ୍ତି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..