ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଆଜି ପ୍ରତିଷ୍ଠା ଦିବସ। ୬୪ତମ ପ୍ରତିଷ୍ଠା ଦିବସରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ ଯୋଗଦେଇ ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ। ଏହି ଅବସରରେ ନନ୍ଦନକାନନର ବାର୍ଷିକ ରିପୋର୍ଟ ପ୍ରକାଶ କରିବା ସହ ନନ୍ଦନକାନନର ଥିମ୍ ସଙ୍ଗ ରିଲିଜ ହେବ। ସେହିପରି ୱାଲାବି ଏନକ୍ଲୋଜରର ଉଦଘାଟନ, କ୍ୟୋସେୱାରୀ ଓ ଅଷ୍ଟ୍ରିଜ୍କୁ ସ୍ୱତନ୍ତ୍ର ଖୁଆଡରେ ଛଡାଯିବାର କାର୍ଯ୍ୟକ୍ରମ ରହିଛି। ଏଥିସହ ନନ୍ଦନକାନନ୍ ଇଣ୍ଟିଗ୍ରେଟେଡ୍ ମନିଟରିଂ ସିଷ୍ଟମ୍ ଆପ୍, ଷ୍ଟେଟ୍ ବଟାନିକାଲ୍ ଗାର୍ଡେନର ୱେବସାଇଟ୍ ଉନ୍ମୋଚନ ଏବଂ ରାଜ୍ୟ ବଟାନିକାଲ୍ ଗାର୍ଡେନରେ ବାମ୍ବୁସେଟମ୍ ର ଉଦଘାଟନ କରିବେ ମନ୍ତ୍ରୀ।






More Stories
ରାଜ୍ୟରେ ଡିଜିଟାଲ୍ ଜନଗଣନା ଆରମ୍ଭ….
କ୍ଷମା ମାଗିଲେ ଦୁବେ:ବିଜୁବାବୁ ଷ୍ଟେଟସ୍ ମ୍ୟାନ୍ ଥିଲେ…..
ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ….