Report Card Odisha

| Daily Odia News

ବସ୍‌-ଟ୍ରକ୍ ମୁହାଁମୁହିଁ ଧକ୍କା, ୪୦ ଆହତ…..

ରିପୋର୍ଟ କାର୍ଡ / କେନ୍ଦ୍ରାପଡା

ବସ୍‌ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ୪୦ ଜଣ ଆହତ ହୋଇଛନ୍ତି। ଏଭଳି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି କଟକ ଜିଲ୍ଲା ନିଶ୍ଚିନ୍ତକୋଇଲିର କଟରପଡ଼ା ଛକନିକଟରେ | ଆଜି ସକାଳେ ବସ୍‌ଟି କେନ୍ଦ୍ରାପଡ଼ାରୁ କଟକ ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ସମସ୍ତ ଆହତଙ୍କୁ ନିଶ୍ଚିନ୍ତକୋଇଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

 

Breaking News