ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଏନ୍ଫୋର୍ସମେଣ୍ଟ ବ୍ୟବସ୍ଥା ଅଧିକ ଦକ୍ଷ ଓ କ୍ରିୟାଶୀଳ ହେବ। ତେଣୁ ଆଜି ଏନ୍ଫୋର୍ସମେଣ୍ଟ ପାଇଁ ୬୭ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ସୂଚନା ମୁତାବକ, ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ଏହି ପଦବୀ ସୃଷ୍ଟି ହେବ। ଏହି ପଦବୀଗୁଡିକ ପୂରଣ ହେବା ଦ୍ୱାରା ବିଭିନ୍ନ ଉନ୍ନୟନ କାର୍ଯ୍ୟ ଏବଂ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ତ୍ୱରାନ୍ୱିତ ହେବ। ୧ଟି ଆସିଷ୍ଟାଷ୍ଟ କମିଶନର, ୬ଟି ଏଏସଆଇ ଏବଂ ୬୦ଟି କନଷ୍ଟେବଳ ପଦବୀକୁ ଅନୁମୋଦନ ମିଳିଛି।
More Stories
ଓଟିଇଟି ରେଜଲ୍ଟ ପ୍ରକାଶ….
ରାଜ୍ୟରେ ହେବ ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱବିଦ୍ୟାଳୟ…..
ଆସନ୍ତାକାଲି ଆସିବ ମହାରାଷ୍ଟ୍ର-ଝାଡ଼ଖଣ୍ଡ ନିର୍ବାଚନ ଫଳ…..