ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜେଲ୍ରୁ ଆସି ଆମ ଆଦମୀ ପାର୍ଟି ନେତା ସଞ୍ଜୟ ସିଂହ ରାଜ୍ୟ ସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ମଦ ଦୁର୍ନୀତି ମାମଲାରେ ଗିରଫ ହୋଇ ସଞ୍ଜୟ ସିଂହ ଜେଲରେ ଥିଲେ | ଆଜି ପୋଲିସ ଭ୍ୟାନ୍ରେ ସିଭିଲ ଲାଇନରେ ପହଞ୍ଚି ସଞ୍ଜୟ ନାମାଙ୍କନ ଦାଖଲ କରିଛନ୍ତି। ସଞ୍ଜୟ ସିଂହଙ୍କ ବ୍ୟତୀତ ପୂର୍ବତନ ଦିଲ୍ଲୀ ମହିଳା ଆୟୋଗର ଅଧ୍ୟକ୍ଷା ସ୍ୱାତୀ ମାଲିୱାଲ ମଧ୍ୟ ଆମ ଆଦମୀ ପାର୍ଟି ପକ୍ଷରୁ ରାଜ୍ୟ ସଭା ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଜାନୁଆରୀ ୧୯ ତାରିଖରେ ହେବାକୁ ଥିବା ରାଜ୍ୟସଭା ନିର୍ବାଚନ ପାଇଁ ଦିଲ୍ଲୀରୁ ଆମ ଆଦମୀ ପାର୍ଟି ତିନି ଜଣ ପ୍ରାର୍ଥୀ ଘୋଷଣା କରିଛି।






More Stories
ଆଉ ଭାରୀ କାର୍ଯ୍ୟଭାର ସମ୍ଭାଳି ପାରିବି ନାହିଁ…..
ପ୍ରମାଣ ନୁହେଁ ରାଜସ୍ବ ରେକର୍ଡ……
ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍ ସଂଘ……