ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମଧ୍ୟପ୍ରଦେଶର ରାଜଧାନୀ ଇନ୍ଦୋର ସପ୍ତମ ଥର ପାଇଁ ସବୁଠାରୁ ସ୍ବଚ୍ଛ ସହର ହେବାର ଗୌରବ ଅର୍ଜନ କରିଛି। ସ୍ବଚ୍ଛ ସର୍ବେକ୍ଷଣ ୨୦୨୩ରେ ଇନ୍ଦୋର ପୁଣି ଥରେ ପ୍ରଥମ ସ୍ଥାନ ହାସଲ କରିଛି। ସେହିପରି ଗୁଜରାଟ ସୁରଟ ମଧ୍ୟ ଏଥର ସ୍ୱଚ୍ଛ ସହର ତାଲିକାର ଶୀର୍ଷରେ ରହିଛି | ଆଜି ଦିଲ୍ଲୀରେ ଆୟୋଜିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ସ୍ବଚ୍ଛତା ପୁରସ୍କାରା ପ୍ରଦାନ କରିଛନ୍ତି। ଏଥିସହ ମଧ୍ୟପ୍ରଦେଶ ଦେଶର ଦ୍ବିତୀୟ ସ୍ବଚ୍ଛ ରାଜ୍ୟ ଭାବେ ପୁରସ୍କୃତ ହୋଇଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….