Report Card Odisha

| Daily Odia News

ଭାରତର ଦୀର୍ଘତମ ସମୁଦ୍ର ବ୍ରିଜ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଭାରତର ଦୀର୍ଘତମ ସମୁଦ୍ର ବ୍ରିଜ ମୁମ୍ବାଇ ଟ୍ରାନ୍ସ ହାର୍ବର ଲିଙ୍କ୍ (ଏମ୍‌ଟିଏଚ୍ଏଲ୍) ଆଜି ଉଦ୍‌ଘାଟନ ହେବ। ଏହି ପୋଲ ଉପରେ ଚାରିଚକିଆ ଯାନର ସର୍ବାଧିକ ବେଗ ଘଣ୍ଟା ପ୍ରତି ୧୦୦ କିଲୋମିଟର ଥିବା ବେଳେ ବାଇକ୍, ଅଟୋରିକ୍ସା ଏବଂ ଟ୍ରାକ୍ଟରକୁ ସମୁଦ୍ର ବ୍ରିଜ୍ ଉପରେ ଯିବାକୁ ଅନୁମତି ଦିଆଯିବ ନାହିଁ। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନାମରେ ‘ଅଟଳ ସେତୁ’ ଭାବେ ନାମିତ ହୋଇଛି | ଏହି ସେତୁକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦ୍‌ଘାଟନ କରିବେ | ଏନେଇ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।

Breaking News