ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାୟକ ସୁର ରାଉତରାୟଙ୍କ ସାନପୁଅ ମନ୍ମଥ ରାଉତରାୟ ନେବେ ଜଟଣୀର ଦାୟିତ୍ୱ | ଆଜି ସୁରା ପୁଅ ମନ୍ମଥଙ୍କୁ ଉତ୍ତରାଧିକାରୀ ଘୋଷଣା କରିଛନ୍ତି। ଏହାସହ ଜଟଣୀରୁ ବିଧାୟକ ପ୍ରାର୍ଥୀ ମନ୍ମଥ ରାଉତରାୟ ହେବେ ବୋଲି ସେ ସ୍ପଷ୍ଟ କରିଛନ୍ତି। ମନ୍ମଥ କ୍ୟାପ୍ଟେନ ଚାକିରି ଛାଡ଼ି ଆଜି ଭୁବନେଶ୍ୱର ଫେରିଛନ୍ତି। ବିମାନ ବନ୍ଦରରେ ଆଜି ମନ୍ମଥକୁ ଭବ୍ୟ ସ୍ୱାଗତ କରାଯାଇଥିଲା। ଭୁବନେଶ୍ୱର ଫେରିବା ପରେ ତାଙ୍କୁ ବିମାନ ବନ୍ଦରରେ ଶହ ଶହ ସମର୍ଥକମାନେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦେଇ ପାଛୋଟି ନେଇଥିଲେ।






More Stories
୨୦୧ କନ୍ୟାଦାନକଲେ ମୁଖ୍ୟମନ୍ତ୍ରୀ, ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…..
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..