ରିପୋର୍ଟ କାର୍ଡ / ଟିଟିଲାଗଡ଼
ରେଳ ଧାରଣାରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଟିଟିଲାଗଡ଼ ଥାନା ଅନ୍ତର୍ଗତ ମନିଗାଁ ରେଳ ଫାଟକ ନିକଟ ରେଳ ଧାରଣାରୁ ଜଣେ ଯୁବତୀଙ୍କ ମୃତ ଦେହ ମିଳିଛି। ମୃତ ଯୁବତୀଙ୍କ ମୁଣ୍ଡ ଓ ଶରୀର ଅଲଗା ହୋଇ ପଡିଛି। ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ରହିଛି। ଜିଆରପି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଥିବା ଜଣାପଡିଛି |
More Stories
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..