ରିପୋର୍ଟ କାର୍ଡ/ ଭୁବନେଶ୍ୱର
ଆସନ୍ତା ୨୬ ତାରିଖରୁ ରାଜଧାନୀରେ ଆଦିବାସୀ ମେଳା ଅନୁଷ୍ଠିତ ହେବ । ଏଥିଲାଗି ଆଦିବାସୀ ପଡିଆରେ ପ୍ରସ୍ତୁତି ହେଉଛି। ଚଳିତବର୍ଷ ଜାନୁଆରୀ ୨୬ ତାରିଖରୁ ମେଳା ଆରମ୍ଭ ହୋଇ ଫେବୃଆରୀ ୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଅପରାହ୍ନ ୨ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଏହା ସର୍ବସାଧାରଣଙ୍କ ଲାଗି ଖୋଲା ରହିବ । ୨୬ ତାରିଖ ସନ୍ଧ୍ୟା ୬ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ମେଳାକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି।






More Stories
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..