ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ସେହି ଦିନକୁ ରାଜ୍ୟ ସରକାର ସରକାରୀ ଛୁଟି ଭାବେ ଘୋଷଣା କରିଛନ୍ତି । ରାଜ୍ୟର ସମସ୍ତ ସରକାରୀ ଅଫିସ୍, ସ୍କୁଲ ଓ କଲେଜ ବନ୍ଦ ରହିବ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପୌଷ ଶୁକ୍ଳ ସପ୍ତମୀ ତିଥିରେ ଅନୁଷ୍ଠିତ ହେବ। ଅଜଠାରୁ ଯଜ୍ଞ ଆରମ୍ଭ ହେବ। ଏହି ପରିପ୍ରେକ୍ଷୀରେ ଯଜ୍ଞଶାଳାରେ ଅଙ୍କୁର ପୂଜା, ମଣ୍ଡଳ ଓ ଧ୍ୱଜା ସ୍ଥାପନ ଇତ୍ୟାଦି କର୍ମ ଆରମ୍ଭ ହୋଇଛି।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..