Report Card Odisha

| Daily Odia News

ଆଜିଠୁ ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା….

ରିପୋର୍ଟ କାର୍ଡ / ବରଗଡ଼

ଆଜିଠାରୁ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଆରମ୍ଭ ହେବ। ବରଗଡ଼ ଧନୁଯାତ୍ରା ଚଳିତଥର ୭୬ ବର୍ଷରେ ପଦାର୍ପଣ କରୁଛି।କଂସଙ୍କ ରାଜ ଦରବାର ସମେତ ରଂଗମହଲ ଓ ବିଭିନ୍ନ ତୋରଣ କାମ ସରିଛି। ଆଜିଠାରୁ ଆରମ୍ଭ ହୋଇ ଏହା ଜାନୁଆରୀ ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଧନୁଯାତ୍ରା ପାଇଁ ହାଟପଦା ଠାରେ ମହାରାଜ କଂସଙ୍କ ପ୍ରାୟ ୯୫ଫୁଟ ଉଚ୍ଚ ଏବଂ ୪୫ଫୁଟ ଓସାର ରାଜଦରବାର ନିର୍ମାଣ ହୋଇଛି।

Breaking News