ରିପୋର୍ଟ କାର୍ଡ / ଦେବଗଡ଼
ଧାନମଣ୍ଡି ଅବ୍ୟବସ୍ଥା ନେଇ ଆଜି ୧୨ ଘଣ୍ଟିଆ ଦେବଗଡ଼ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଦିଆଯାଇଛି। ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ଜିଲ୍ଲା କୃଷକ ସଂଘ ବନ୍ଦ କୁ ସମର୍ଥନ କରିଛି । ବନ୍ଦ ଯୋଗୁ ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ସ୍କୁଲ ଓ କଲେଜ, ଦୋକାନ ବଜାର ଏବଂ ଯାନବାହନ ଚଳାଚଳ ବନ୍ଦ ରହିଛି। ସକାଳୁ କଂଗ୍ରେସ କର୍ମୀମାନେ ବିଭିନ୍ନ ଛକରେ ପିକେଟିଂ କରି ଦୋକାନ ବଜାର ବନ୍ଦ କରିଛନ୍ତି।






More Stories
ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ…..
ଆମର ଆଉ ୨ ଦାବି ପୂରଣ କରିବାକୁ ହେବ…..
ଧର୍ମେନ୍ଦ୍ରଙ୍କ ଇସ୍ତଫା;ମୁହଁ ଖୋଲିଲେ ଅଭିଜିତ ଦିପ୍କେ…..