ରିପୋର୍ଟ କାର୍ଡ / ଭଦ୍ରକ
ଭଦ୍ରକ ଜିଲ୍ଲା ଚନ୍ଦବାଲି ଧାମରାସ୍ଥିତ ପେଟ୍ରୋଲ ପମ୍ପ ନିକଟରୁ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି |
ସମାଜସେବୀମାନେ ଶିଶୁ କନ୍ୟାଟିକୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରିଛନ୍ତି । କିଏ ଏବଂ କେଉଁ ପରିସ୍ଥିତିରେ ଶିଶୁ କନ୍ୟାଟିକୁ ଏଠାରେ ଛାଡିଛି , ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନି।
More Stories
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..
ପାକିସ୍ତାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମି…..