ରିପୋର୍ଟ କାର୍ଡ / କେନ୍ଦ୍ରାପଡା
ପୁରୀର ପରିକ୍ରମା ପ୍ରକଳ୍ପ ଓ ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ମଦ ବ୍ୟବସାୟ ବନ୍ଦ ରହିବ | ଆଜି ପୁରୀର ପରିକ୍ରମା ପ୍ରକଳ୍ପ ପାଇଁ ମଦ ଦୋକାନ କେନ୍ଦ୍ରାପଡା ଜିଲ୍ଲାରେ ବନ୍ଦ ରହିଛି | ଆସନ୍ତା ୨୨ତାରିଖରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ମଧ୍ୟ ଉକ୍ତ ଜିଲ୍ଲାରେ ମଦ ଦୋକାନ ବନ୍ଦ ରହିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଆଇନ ଶୃଙ୍ଖଳା ସହ ଶାନ୍ତିପୂର୍ଣ୍ଣ ପରିବେଶ ବଜାୟ ରଖିବାକୁ ଏଭଳି ନିଷ୍ପତ୍ତି ନିଆଯାଇଛି।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..