ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
୨୦୦୪-୦୭ ମଧ୍ୟରେ ମାନେସରରେ ଜମି ଅଧିଗ୍ରହଣରେ ହୋଇଥିବା ଅନିୟମିତତାର ଅର୍ଥ ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦେଶାଳୟ ଆଜି ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପିନ୍ଦର ସିଂହ ହୁଡ୍ଡାଙ୍କୁ ପଚରାଉଚରା କରିଛି। ସୂଚନା ମୁତବକ, ପ୍ରିଭେନସନ୍ ଅଫ୍ ମନି ଲଣ୍ଡରିଂ ଆକ୍ଟ ଅନୁଯାୟୀ ଇଡି ହୁଡ୍ଡାଙ୍କ ବୟାନ ରେକର୍ଡ କରିିିଛି। ତେବେ ବର୍ତ୍ତମାନସୁଦ୍ଧା କଂଗ୍ରେସ ଏବଂ ହୁଡ୍ଡାଙ୍କ ପକ୍ଷରୁ ଏ ସଂକ୍ରାନ୍ତରେ କୌଣସି ପ୍ରତିକ୍ରିୟା ପ୍ରକାଶ ପାଇନାହିଁ।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପ୍ରତି ଆମେରିକୀୟଙ୍କୁ ମିଳିବ ୪.୭୬ ଲକ୍ଷ ଟଙ୍କା!…..
ରାହୁଲ ଗାନ୍ଧୀ ଭିିଭିଆଇପି ନୁହନ୍ତି, ଆମ ସାମନାରେ ସବୁ ମାମଲା ସମାନ……