ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ। ସେହିଦିନ କେନ୍ଦ୍ର ସରକାର ହାଫ୍ ଡେ’ ଛୁଟି ଘୋଷଣା କରିଛନ୍ତି। ସାରା ଦେଶରେ ଥିବା କେନ୍ଦ୍ର ସରକାରଙ୍କ ସମସ୍ତ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ ଓ ଶିଳ୍ପାନୁଷ୍ଠାନ ପାଇଁ ଏହି ନିର୍ଦ୍ଦେଶ ଜାରି ହୋଇଛି। ସେହିଦିନ ଅପରାହ୍ନ ୨ଟା ୩୦ ପର୍ଯ୍ୟନ୍ତ ଏଗୁଡ଼ିକ ଛୁଟି ରହିବ। ପୂର୍ବରୁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ତାଙ୍କ ରାଜ୍ୟରେ ସେହିଦିନ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ। ଏପରିକି ସେହିଦିନ ଅଯୋଧ୍ୟାର ସମସ୍ତ ମଦ ଦୋକାନ ବନ୍ଦ ରଖିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।






More Stories
ଆମର ଆଉ ୨ ଦାବି ପୂରଣ କରିବାକୁ ହେବ…..
ଧର୍ମେନ୍ଦ୍ରଙ୍କ ଇସ୍ତଫା;ମୁହଁ ଖୋଲିଲେ ଅଭିଜିତ ଦିପ୍କେ…..
ଧର୍ମେନ୍ଦ୍ର ପ୍ରଧାନ ଦେଲେ ଇସ୍ତଫା…..