ରିପୋର୍ଟ କାର୍ଡ / କଟକ
କଟକର ପୂର୍ବତନ ପୋଲିସ ଅଧିକାରୀ ଅନାଦି ସାହୁଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ବର୍ଷ ହୋଇଥିଲା। କଟକର ସିଡିଏ ସ୍ଥିତ ବାସଭବନରେ ବିଳମ୍ବିତ ରାତିରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘଦିନ ଧରି ଅନାଦି ସାହୁ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ। ଅନାଦି ସାହୁ ଜଣେ ଦକ୍ଷ ପୋଲିସ ଅଧିକାରୀଭାବେ ତାଙ୍କ ନାଁ ଥିଲା। ଏହାସହ ସେ ରାଜନୀତିରେ ମଧ୍ୟ ସାମିଲ ହୋଇଥିଲେ। ବ୍ରହ୍ମପୁରରୁ ବିଜେପିର ସାଂସଦ ମଧ୍ୟ ହୋଇ ଥିଲେ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..