ରିପୋର୍ଟ କାର୍ଡ / ଅନୁଗୁଳ
କେନାଲ ପାଣିରୁ ଶିଶୁର ମୃତଦେହ ଉଦ୍ଧାର ହୋଇଛି। ଅନୁଗୁଳ ନାଲକୋ କେନାଲ ହଟିଙ୍ଗରେ ଶିଶୁଟିକୁ କେହି ଫିଙ୍ଗିଦେଇଥିବା ସନ୍ଦେହ କରାଯାଉଛି । ମୃତ ଶିଶୁକୁ ଉଦ୍ଧାର କରି ପୋଲିସ ଜିମାଦେଇଛନ୍ତି ସମାଜସେବୀ। ମୃତଦେହ ଅନୁଗୁଳ ମୁଖ୍ୟ ଚିକିତ୍ସାଳୟ ଅଣାଯାଇଛି। ପୋଲିସ ଘଟଣାର ତଦନ୍ତ କରୁଥିବା ଜଣାପଡିଛି |
More Stories
ଡିଏଭି ରେ ଗୋପାଳ ପଟ୍ଟନାୟକ ସ୍ମାରକୀ ଏବଂ ଇଂରାଜୀ ତର୍କ ପ୍ରତିଯୋଗିତା ଅନୁଷ୍ଠିତ……
ରାଜଧାନୀରେ ଜଳିଗଲା କାର…..
ଦୁଷ୍କର୍ମ ଅଭିଯୋଗରେ ଶିକ୍ଷକଙ୍କୁ ୨୦ ବର୍ଷ ଜେଲ୍…..