ରିପୋର୍ଟ କାର୍ଡ / ଭୁବନେଶ୍ୱର
ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ଗଣତନ୍ତ୍ର ଦିବସ ପ୍ୟାରେଡରେ ମୋଟ ୨୬ଟି ପ୍ରଜ୍ଞାପନ ମେଢ଼ ପ୍ରଦର୍ଶିତ ହେବ। ଏଥିମଧ୍ୟରୁ ୧୬ଟି ରାଜ୍ୟ, କେନ୍ଦ୍ରଶାସିତ ଅଞ୍ଚଳ, ମନ୍ତ୍ରଣାଳୟ ଏବଂ ବିଭାଗ ଓ ୧୦ଟି ସଂଗଠନର ପ୍ରଜ୍ଞାପନ ମେଢ଼ ରହିବ। ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ମଧ୍ୟରେ ଅରୁଣାଚଳ ପ୍ରଦେଶ, ହରିୟାଣା, ମଣିପୁର, ମଧ୍ୟପ୍ରଦେଶ, ଓଡ଼ିଶା, ଛତିଶଗଡ଼, ରାଜସ୍ଥାନ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ଲଦାଖ, ତାମିଲନାଡୁ, ଗୁଜୁରାଟ, ମେଘାଳୟ, ଝାଡ଼ଖଣ୍ଡ, ଉତ୍ତରପ୍ରଦେଶ ଏବଂ ତେଲେଙ୍ଗାନା ରହିଛି।






More Stories
ମଣ୍ଡି ଦାୟିତ୍ଵରେ ରହିବେ ମନ୍ତ୍ରୀ…..
ଷ୍ଟାଡିୟମ ଭିତରକୁ ପାଣି ବୋତଲ, କଏନ,କଲମ ମନା…..
ଲଘୁ ଖଣିଜରୁ ସଂଗୃହୀତ ପାଣ୍ଠି ସେହି ଜିଲ୍ଲାରେ ଖର୍ଚ୍ଚ କରାଯିବ……