ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପୁଣି ସମନ କରିଛି | ଆସନ୍ତା ସପ୍ତାହରେ ମନି ଲଣ୍ଡରିଂ ମାମଲାର ତଦନ୍ତରେ ଯୋଗ ଦେବାକୁ ହେମନ୍ତ ସୋରେନଙ୍କୁ ଇଡି କହିଛି । ଜାନୁଆରି ୨୯ କିମ୍ବା ଜାନୁଆରି ୩୧ରେ ପଚରାଉଚରା ପାଇଁ ସୋରେନଙ୍କ ଉପଲବ୍ଧତା ନିଶ୍ଚିତ କରିବାକୁ ଜାରି ସମନରେ କୁହାଯାଇଛି।
More Stories
ଆଉ ଭାରୀ କାର୍ଯ୍ୟଭାର ସମ୍ଭାଳି ପାରିବି ନାହିଁ…..
ପ୍ରମାଣ ନୁହେଁ ରାଜସ୍ବ ରେକର୍ଡ……
ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍ ସଂଘ……