ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
୬୯ତମ ଫିଲ୍ମଫେୟାର ଆୱାର୍ଡ ଉତ୍ସବ ସହ ବଲିଉଡ୍ ତା’ର ପୁରସ୍କାର ଆରମ୍ଭ କରିଛି। ଗୁଜୁରାଟରେ ଅନୁଷ୍ଠିତ ହୋଇଥିବା ଏହି ଉତ୍ସବରେ ସେଲିବ୍ରିଟି ଦମ୍ପତି ରଣବୀର କପୁର ଓ ଆଲିଆ ଭଟ୍ଟଙ୍କୁ ଶ୍ରେଷ୍ଠ ଅଭିନେତା ଓ ଅଭିନେତ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି। ଅଭିନେତ୍ରୀ ଆଲିଆ ଭଟ୍ଟ ‘ରକି ଔର ରାନୀ କି ପ୍ରେମ କହାନୀ’ ସିନେମା ପାଇଁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ଗ୍ରହଣ କରିଥିବା ବେଳେ ତାଙ୍କ ସ୍ୱାମୀ ରଣବୀର କପୁର ‘ଆନିମଲ୍’ରେ ତାଙ୍କର ଚମତ୍କାର ଅଭିନୟ ପାଇଁ ଶ୍ରେଷ୍ଠ ଅଭିନେତା ପୁରସ୍କାର ପାଇଛନ୍ତି। ଚାଲନ୍ତୁ ଜାଣିବା ଆଉ କେଉଁ ସିନେମା ଓ କେଉଁ କଳାକାରମାନଙ୍କୁ ଶ୍ରେଷ୍ଠ ଭାବେ ବିବେଚନା କରାଯାଇଛି।






More Stories
ଆୟୁଷ୍ମାନ କାର୍ଡକୁ ନେଇ ବଡ଼ ସୂଚନା……
ଖୁବ୍ ଶୀଘ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ !…..
ସିଧା ଏନକାଉଣ୍ଟର…..