ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଫେବୃଆରୀ ୬ ତାରିଖରେ ଓଡିଶା ଆସିବେ ସାଂସଦ ରାହୁଲ ଗାନ୍ଧୀ। ୬ ତାରିଖ ସନ୍ଧ୍ୟାରେ ବୀରମିତ୍ରପୁରରେ ରାହୁଲ ଗାନ୍ଧୀଙ୍କୁ ସ୍ବାଗତ କରାଯିବ। ୩ଟି ସାଙ୍ଗଠନିକ ଜିଲ୍ଳାରେ ରାହୁଲ ଗାନ୍ଧୀଙ୍କ ନ୍ୟାୟ ଯାତ୍ରା କାର୍ଯ୍ୟକ୍ରମ ରହିଛି। ରାଉରକେଲା , ସୁନ୍ଦରଗଡ ଏବଂ ଝାରସୁଗୁଡାରେ ୭ ଏବଂ ୮ ତାରିଖରେ କାର୍ଯ୍ୟକ୍ରମ ରହିଛି। ପିସିସି ସଭାପତି ଶରତ ପଟ୍ଟନାୟକ ଏ ନେଇ ସୂଚନା ଦେଇଛନ୍ତି।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..