Report Card Odisha

| Daily Odia News

ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଚାର୍ଜଫ୍ରେମ୍…..

ରିପୋର୍ଟ କାର୍ଡ / ଭୁବନେଶ୍ଵର

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ତାଙ୍କ ପତ୍ନୀଙ୍କ ନାଁରେ ଭୁବନେଶ୍ଵର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦ୍ଵିତୀୟ ଥର ଚାର୍ଜଫ୍ରେମ୍ ଦାଖଲ କରିଛନ୍ତି। ପୂର୍ବରୁ ଭିଜିଲାନ୍ସ କୋର୍ଟରେ ଉଭୟଙ୍କ ନାଁ ୩୦୦୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ ହୋଇଥିଲା। ଚାର୍ଜସିଟ୍ ରେ ଉଭୟଙ୍କ ନାଁରେ ୯ କୋଟି ଲକ୍ଷ ୧୩ ହଜାର ୭ ଟଙ୍କାର ଆୟବର୍ହିଭୂତ ସମ୍ପତି ଠାବ କରିଥିବା ଭିଜିଲାନ୍ସ ଦର୍ଶାଇଥିଲା।

Breaking News