Report Card Odisha

| Daily Odia News

କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ…..

ରିପୋର୍ଟ କାର୍ଡ / ମାଲକାନଗିରି

ମାଲକାନଗିରି କାଡା ଡିଭିଜନର କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତି ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି। ସେ ନିଜ ଆୟର ୨୩୬ ପ୍ରତିଶତ ସଂପତ୍ତି ଠୁଳ କରିଥିବା ଜଣାଯାଇଛି। କନିଷ୍ଠ ଯନ୍ତ୍ରୀ ଙ୍କ ଘର ଓ କାର୍ଯ୍ୟାଳୟରେ ଏକକାଳୀନ ଚଢ଼ାଉ ହୋଇଥିଲା । ଚଢ଼ାଉ ବେଳେ ଭଡ଼ା ଘରୁ ୧ଲକ୍ଷ ୧୫ହଜାର ଟଙ୍କା ନଗଦ ଜବତ କରିଥିଲା ଭିଜିଲାନ୍ସ । ଏହାସହ ଗୋଟିଏ କାର ଓ ବାଇକ ବି ଜବତ ହୋଇଥିଲା । ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ୭ଟି ସ୍ଥାନରେ ଚଢ଼ାଉ କରିଥିଲା।

Breaking News