ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀର ଆରକେ ପୁରମସ୍ଥିତ ଦିଲ୍ଲୀ ପବ୍ଲିକ୍ ସ୍କୁଲ(ଡିପିଏସ)କୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି। ଏହାକୁ ନେଇ ଦିଲ୍ଲୀ ପୋଲିସରୁ ସ୍କୁଲ ପ୍ରଶାସନ ପର୍ଯ୍ୟନ୍ତ ସମସ୍ତେ ସତର୍କ ହୋଇଯାଇଛନ୍ତି। ସୂଚନା ମିଳିବା କ୍ଷଣି ତୁରନ୍ତ ପିଲାମାନଙ୍କୁ ବାହାରକୁ ବାହାରି କରିଦିଆଯାଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଜାରି ରଖିଛି।
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….