ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆରମ୍ଭ ହେବ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ। ତିନି ଦିନ ଅର୍ଥାତ ୫ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ସମ୍ମିଳନୀବାକୁ ଥିବାବେଳେ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି। ଏହି ସମ୍ମିଳନୀ ଦ୍ୱାରା ଓଡ଼ିଶାର ଗୌରବମୟ ଅତୀତ, ପରିବର୍ତ୍ତନଶୀଳ ବର୍ତମାନ ଏବଂ ପ୍ରେରଣାଦାୟୀ ଭବିଷ୍ୟତକୁ ପ୍ରଦର୍ଶିତ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ପ୍ରଦର୍ଶନୀ ‘ପ୍ରାଚୀନ, ମଧ୍ୟ ଓ ଆଧୁନିକ’ ତିନୋଟି ବିସ୍ତୁତ ବିଷୟ ଏବଂ ସମୟସୀମା ଉପରେ ଆୟୋଜିତ ହେବାକୁ ଯାଉଛି। ଏହି ସମ୍ମିଳନୀରେ ଓଡିଆ ଭାଷା ଏବଂ ଲିପିର ଉତ୍ପତି ଓ ବିବର୍ତନ, ପ୍ରାଚୀନ ପ୍ରସ୍ତର ଅଭିଲେଖ, ତାମ୍ରଫଳକ, ତାଳପତ୍ର, ପୋଥି,କଳିଙ୍ଗଶୈଳୀର ମନ୍ଦିର ସ୍ଥାପତ୍ୟ, ଓଡିଶାର ନୌବାଣିଜ୍ୟ ସମ୍ପର୍କିତ କଳାକୃତି ଗୁଡିକ ଚିତ୍ରପଟ୍ଟ ମାଧ୍ୟମରେ ପ୍ରଦର୍ଶିତ ହେବ ।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..