ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ ରହିଛି। ଗୃହ ବେଶ୍ ସରଗରମ ରହିବା ନେଇ ଜଣାପଡୁଛି | ପଞ୍ଚାୟତିରାଜ୍ ଏବଂ ପାନୀୟ ଜଳ , ଗ୍ରାମ୍ୟ ଉନ୍ନୟନ, ପର୍ଯ୍ୟଟନ , ଗୃହ ନିର୍ମାଣ ଓ ପୌର ଉନ୍ନୟନ , ଜଙ୍ଗଲ , ପରିବେଶ ଓ ଜୟବାୟୁ ପରିବର୍ତ୍ତନ, ଅବକାରୀ , ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା , ସୂଚନା ଓ ଲୋକ ସମ୍ପର୍କ , ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରଶ୍ନକାଳ ରହିଛି। ସେହିପରି ଶୂନ୍ୟକାଳରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଉଠିପାରେ। ଏହାସହ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ, ଗୃହରେ ଆଲୋଚନା ହେବ ।






More Stories
୬ରୁ ସକାଳୁଆ କୋର୍ଟ……
ଶ୍ରୀରାମ ନବମୀରେ ଆଇନ ଶୃଙ୍ଖଳା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…..
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..