ରିପୋର୍ଟ କାର୍ଡ / ଭୁବନେଶ୍ୱର
ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ସମାନ୍ତରାଳ ଧାରାରେ ୯ରୁ ୧୧ ଯାଏ ଧଉଳି-କଳିଙ୍ଗ ମହୋତ୍ସବ ଅନୁଷ୍ଠିତ ହେବ । ଯେପରି ଏକାମ୍ର ଉତ୍ସବ ପାଳିତ ହେଉଛି ଠିକ୍ ସେପରି ବିଂଶତମ ଧଉଳି-କଳିଙ୍ଗ ମହୋତ୍ସବ ପାଳନ ହେବ । ପ୍ରତିବର୍ଷ ଫେବୃଆରୀ ମାସରେ ଏହି ମହୋତ୍ସବ ବିଶ୍ୱ ପ୍ରସିଦ୍ଧ ଧଉଳି ପାହାଡର ପାଦ ଦେଶରେ ଅନୁଷ୍ଠିତ ହୋଇଥାଏ । ଦେଶ ବିଦେଶରୁ ଖ୍ୟାତି ସମ୍ପନ୍ନ କଳାକାର ମାନେ ନୃତ୍ୟ ଓ ସଙ୍ଗୀତ ମାଧ୍ୟମରେ ଏଠାରେ ଶାନ୍ତି ଓ ମୈତ୍ରୀର ବାର୍ତ୍ତା ପ୍ରଦାନ କରିଥାନ୍ତି ।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……