ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇବ ବିଜ୍ଞପ୍ତି। ଫେବ୍ରୁଆରୀ ୧୫ ଯାଏ ପ୍ରାର୍ଥୀ ମାନେ ନାମାଙ୍କନ ପତ୍ର ଦାଖଲ କରିବେ। ଫେବୃଆରୀ ୧୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ। ସେହିପରି ୨୦ ଫେବୃଆରୀ ସୁଦ୍ଧା ପ୍ରାର୍ଥୀ ପତ୍ର ପ୍ରତ୍ୟାହାର କରିପାରିବେ। ୨୭ ଫେବୃଆରୀ ସକାଳ ୯ଟା ରୁ ୪ଟା ଯାଏ ଭୋଟ ଗ୍ରହଣ ହେବ। ସେହିଦିନ ଅପରାହ୍ନ ୫ ଟାରୁ ଭୋଟ ଗଣତି କରାଯିବ। ଓଡ଼ିଶାର ତିନି ରାଜ୍ୟ ସଭା ସିଟ ପାଇଁ ନିର୍ବାଚନ ହେବ।






More Stories
ରୁପା ଆମଦାନୀ ଉପରେ କଟକଣା……
ତରଭୁଜ ନେଲା ଜୀବନ,୩ ଅସୁସ୍ଥ…..
ବଢ଼ିଲା ବସ ଭଡା…..