ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଚଳିତ ବର୍ଷର ପାଇଁ କାମଚଳା ବଜେଟ୍ ବିଧାନସଭାରେ ହେବ ଆଗତ। ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଅପରାହ୍ନ ୫ଟା ବେଳେ ଗୃହରେ ବଜେଟ୍ ଉପସ୍ଥାପନ କରିବେ। ନିର୍ବାଚନ ବର୍ଷ ଥିବାରୁ ଏହି କାମଚଳା ବଜେଟ୍ ବେଶ୍ ଗୁରୁତ୍ୱବହନ କରୁଛି। ଏଥର ବଜେଟରେ ସରକାର କିଛି ଘୋଷଣା କରିପାରନ୍ତି। ତେବେ ଗତ ଦୁଇ ଦିନ ଧରି ଭିନ୍ନ ଭିନ୍ନ ପ୍ରସଙ୍ଗକୁ ନେଇ ଗୃହରେ ଅଚଳାବସ୍ଥା ସୃଷ୍ଟି ହୋଇଥିବା ବେଳେ ବଜେଟ୍ ଆଗତ ହେବାକୁ ଯାଉଛି।






More Stories
ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷା ମନ୍ତ୍ରୀ…..
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ……