ରିପୋର୍ଟ କାର୍ଡ / କଟକ
ସାଂସଦ ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀଙ୍କ ବିବାହ ବିଚ୍ଛେଦ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି। ଅନୁଭବ ସୋସିଆଲ୍ ମିଡିଆ ସାଇଟ୍ X ରେ ନିଜ ବିବାହ ବିଚ୍ଛେଦ ସମ୍ପର୍କରେ ସୂଚନା ଦେଇଛନ୍ତି। ଲେଖିଛନ୍ତି, ତାଙ୍କ ବିବାହର ଦଶ ବର୍ଷ ପୂର୍ତ୍ତି ପୂର୍ବରୁ ତାଙ୍କ ଛାଡ଼ପତ୍ର ହୋଇଛି। ଏନେଇ ଏକ କୋର୍ଟ ନିର୍ଦ୍ଦେଶର ଫଟୋ କପିକୁ ବି ସେ ଏଥିରେ ଆଟାଚ୍ କରିଛନ୍ତି। ସେ X ରେ ଲେଖିଛନ୍ତି ଯେ, ଗତ ୧୦ ବର୍ଷ ଧରି ମୁଁ ମିଛ ବିବାହ ବନ୍ଧନରେ ଥିଲି। ହୃଦୟହୀନ ସମ୍ପର୍କ ଏବଂ କଷ୍ଟଦାୟକ ବର୍ଷ ଏସବୁ ଥିଲା । ଏବେ ଖୁସି ପାଇଁ ପ୍ରାର୍ଥନା କରନ୍ତୁ ବୋଲି ଅନୁଭବ X ରେ ଲେଖିଛନ୍ତି ।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……