ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଗାମି ସାଧାରଣ ନିର୍ବାଚନ ପ୍ରସ୍ତୁତି ନେଇ ଓଡ଼ିଶା ଆସିବେ ମୁଖ୍ୟ ନିର୍ବାଚନ କମିଶନ । ନିର୍ବାଚନ କମିଶନ ଓ ଅଧିକାରୀ ମାନେ ଓଡ଼ିଶା ଆସି ଏଠାରେ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ । ଆସନ୍ତା ୧୫ରୁ ୧୭ ତାରିଖ ପର୍ଯ୍ୟନ୍ତ ସମୀକ୍ଷା କରିବେ ବୋଲି ସୂଚନା ମିଳିଛି । ଏହାସହିତ ରାଜ୍ୟ ପଦାଧିକାରୀଙ୍କ ସହ ସମୀକ୍ଷା କରିବେ । ଲୋକସଭା ନିର୍ବାଚନ ପାଖେଇ ଆସୁଥିବାରୁ ଏହି ସମୀକ୍ଷା ବେଶ ଗୁରୁତ୍ୱପୂର୍ଣ୍ଣ ଅଟେ । ଏହା ପୂର୍ବରୁ ଆନ୍ଧ୍ର ପ୍ରଦେଶ ଗସ୍ତରେ ଯାଇ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିଥିଲେ ମୁଖ୍ୟ ନିର୍ବାଚନ କମିସନର। ଏହାପରେ ଏବେ ସେ ଓଡ଼ିଶା ଗସ୍ତରେ ଆସୁଥିବା ଜଣାଯାଇଛି।






More Stories
୬ରୁ ସକାଳୁଆ କୋର୍ଟ……
ଶ୍ରୀରାମ ନବମୀରେ ଆଇନ ଶୃଙ୍ଖଳା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…..
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..