ରିପୋର୍ଟ କାର୍ଡ / ଭୁବନେଶ୍ୱର
ସାଧାରଣ ନିର୍ବାଚନ ପୂର୍ବରୁ ସମସ୍ତଙ୍କୁ ଆକୃଷ୍ଟ କରିବାକୁ ପ୍ରଚେଷ୍ଟା ଚଳାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଛାତ୍ରଛାତ୍ରୀଙ୍କ ପାଇଁ ଛାତ୍ରବୃତ୍ତି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ନୂଆ- ଓ ଯୋଜନାରେ ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିବା ଆଜି ସୂଚନା ଦେଇଛନ୍ତି ବିଜେଡି ନେତା ତଥା 5T ଅଧ୍ୟକ୍ଷ ଭି.କେ ପାଣ୍ଡିଆନ। ଯାଜପୁରର ଏନସି କଲେଜ ପଡ଼ିଆରେ ନୂଆ- ଓ କାର୍ଯ୍ୟକ୍ରମରେ ସେ ଏହି ସୂଚନା ଦେଇଛନ୍ତି।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……