ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅର୍ଚ୍ଚନା ନାଗଙ୍କ ୨ଟି ଦାମୀ ଗାଡ଼ି ନିଲାମ ହେବ | ଏଥିପାଇଁ କୋର୍ଟରେ ଆବେଦନ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଜବତ ହୋଇଥିବା ଥାର୍ ଓ ଫୋର୍ଡ ଏଣ୍ଡେଭର ଗାଡ଼ି ନିଲାମ ପାଇଁ ଆବେଦନ ହୋଇଛି। ୨ଟି ଗାଡ଼ିର କ୍ରୟ ମୂଲ୍ୟ ୫୬ ଲକ୍ଷ ଟଙ୍କା ବୋଲି ଦର୍ଶା ଯାଇଥିବା ସୂଚନା ମିଳିଛି। ମନି ଲଣ୍ଡରିଂ ନେଇ ଚଢ଼ଉ ବେଳେ ଇଡି ଅର୍ଚ୍ଚନାଙ୍କ ୨ ଗାଡ଼ି ଜବତ କରିଥିଲା






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..