ରିପୋର୍ଟ କାର୍ଡ / ବୌଦ୍ଧ
ସର୍ଚ୍ଚ ଅପରେସନ ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟିଛି । ବୌଦ୍ଧ ନଳୀକୁମ୍ପା ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ବିସ୍ଫୋରଣ ହୋଇଥିଲା । ଏହି ବିସ୍ଫୋରଣରେ ଏକାଧିକ ଏସଓଜି ଯବାନ ଗୁରୁତର ହୋଇଥିବା ସୂଚନା ମିଳିଛି । ଆଜି ସକାଳେ ଯବାନ ମାନେ ନଳୀକୁମ୍ପା ଜଙ୍ଗଲରେ ସର୍ଚ୍ଚ ଅପରେସନ କରୁଥିଲେ। ନକ୍ସଲମାନେ ଯବାନଙ୍କ ଗାଡ଼ିକୁ ଓଡ଼ାଇ ଦେବାକୁ ଲ୍ୟାଣ୍ଡମାଇନ ଖଞ୍ଜି ରଖିଥିଲେ। ଯବାନ ସେହି ରାସ୍ତାଦେଇ ଯିବା ବେଳେ ବିସ୍ଫୋରଣ ହୋଇଥିଲା।






More Stories
କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ…..
ମା’ଙ୍କୁ ମାରି ପ୍ଲାଷ୍ଟର କରିଦେଲା ପୁଅ !…..
ଟାଣି ନେଲା କୁମ୍ଭୀର…..