ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟସଭା ପାଇଁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ନାମାଙ୍କନ ଦାଖଲ କରିଛନ୍ତି । ନାମାଙ୍କନ ଦାଖଲର ଶେଷ ଦିନରେ ଆଜି ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ନିଜ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ଅଶ୍ୱିନୀ ବୈଷ୍ଣବ। ଅଶ୍ୱିନୀ ବୈଷ୍ଣବଙ୍କ ନାମାଙ୍କନ ଦାଖଲ ବେଳେ ବିଜେପିର ବରିଷ୍ଠ ନେତା ଉପସ୍ଥିତ ଥିବା ବେଳେ ବିଜେଡି ସମର୍ଥନ ଜଣାଇଥିଲେ ମଧ୍ୟ୍ୟ ଅନୁପସ୍ଥିତ ରହିଛି |






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..